38.8 C
Bhubaneswar
Friday, April 19, 2024
Homeବ୍ରେକୀଙ୍ଗଖୁସି ଖବର: ରାଜ୍ୟରେ ଆଜି ୩୩୬୩ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଖୁସି ଖବର: ରାଜ୍ୟରେ ଆଜି ୩୩୬୩ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର : ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁସ୍ଥ ସଂଖ୍ୟା ମଧ୍ୟ ବଢୁଛି । ଆଜି ପୁଣି ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୩୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୧୮,୬୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୦୬ ଓ କଟକରୁ ୩୪୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking