28.1 C
Bhubaneswar
Thursday, March 28, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୩୪୪୩ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଉ ୩୪୪୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୪୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୯୩,୭୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଖୋର୍ଦ୍ଧାରୁ ସର୍ବାଧିକ ୯୫୧ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୨୫୧, ମୟୁରଭଂଜରୁ ୨୧୩, ଭଦ୍ରକରୁ ୧୬୪, ଢେଙ୍କାନାଳରୁ ୧୬୧, ରାୟଗଡାରୁ ୧୫୪, ଗଂଜାମରୁ ୧୪୮, ଯାଜପୁରରୁ ୧୪୪, ବାଲେଶ୍ୱରରୁ ୧୩୭, ନୟାଗଡରୁ ୧୧୭, କୋରାପୁଟରୁ ୧୧୦ ଜଣ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking