34.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ଆଉ ୩୬କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଉ ୩୬କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର : ରାଜ୍ୟରେ ଆଉ ୩୬କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୪୩କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୩୬ଜଣଙ୍କ ମଧ୍ୟରେ ଗଞ୍ଜାମର ୨୩, ଯାଜପୁରର ୫, ମୟୁରଭଞ୍ଜର ୩, ପୁରୀ ଓ ଭଦ୍ରକରୁ ୨, ରାଉରକେଲାରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡ଼ିଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ସୂଚନାଯୋଗ୍ୟ, ଯେ ରାଜ୍ୟରେ ୧୦୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୪୩ଜଣ ସୁସ୍ଥ ହୋଇଛନ୍ତି ଓ ୬ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୭୦୩ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।
https://onakhabar.com/2020/05/19/31-corona-positive-identified-at-jajapur-dist/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking