34.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗଭୁବନେଶ୍ୱରରୁ ଆଜି ୩୬୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱରରୁ ଆଜି ୩୬୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୨୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୫ ଓ ସ୍ଥାନୀୟ ଅଞ୍ଚଳରୁ ୨୯୪ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୫୬ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୧୮୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୨୪୮ ଜଣ ସୁସ୍ଥ ହୋଇଛନ୍ତି ଓ ୯୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୫୩୭ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking