ସାଢେ ୮ ସୁଧା ବାରିପଦାରେ ୩୭ ଡିଗ୍ରୀ ରେକର୍ଡ

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ସକାଳୁ ସକାଳୁ ଅସହ୍ୟ ତାତି ଅନୁଭୂତ ହୋଇଛି। ଗତକାଲି ତାତିରେ ଦେଶରେ ପ୍ରଥମ ତଥା ଏସିଆ ମହାଦେଶରେ ତୃତୀୟ ସ୍ଥାନରେ ରହିଥିବା ବାରିପଦାରେ ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ କରାଯାଇଛି। ଗତକାଲି ଏଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୫.୨ ଡିଗ୍ରୀ ଛୁଇଁଥିଲା। ବାରିପଦା ସହିତ ବୌଦ୍ଧରେ ମଧ୍ୟ ତାପମାତ୍ରା ୪୫.୨ ଡିଗ୍ରୀ ରହିଥିଲା। ଏହା ସହିତ ରାଜ୍ୟରେ ଚଳିତ … Continue reading ସାଢେ ୮ ସୁଧା ବାରିପଦାରେ ୩୭ ଡିଗ୍ରୀ ରେକର୍ଡ