ଦେଶରେ ୩,୭୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୩,୭୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୧୭୭କୁ ବୃଦ୍ଧି ପାଇଛି। ଗତକାଲି ୩,୩୨୫ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ୨୪ ଘଣ୍ଟାରେ ୭,୬୯୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ ଦିନକରେ ୨୦ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୩୧ ହଜାର ୫୮୪ରେ ପହଞ୍ଚିଛି। ଦେଶରେ … Continue reading ଦେଶରେ ୩,୭୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ