27.1 C
Bhubaneswar
Monday, August 15, 2022
Homeଓଡିଶାରାଜ୍ୟରେ ଆଉ ୩୭୮ ପଜିଟିଭ୍ ଚିହ୍ନଟ, ସର୍ବାଧିକ ଅନୁଗୁଳୁ

ରାଜ୍ୟରେ ଆଉ ୩୭୮ ପଜିଟିଭ୍ ଚିହ୍ନଟ, ସର୍ବାଧିକ ଅନୁଗୁଳୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୭୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୯,୧୦୩କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଅନୁଗୁଳୁରୁ ସର୍ବାଧିକ ୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking