ରାଜ୍ୟରେ ଆଜି ୩୮୯୬ଜଣ କରୋନା ଆକ୍ରାନ୍ତ ସୁସ୍ଥ, ପଢନ୍ତୁ କେଉଁଠୁ କେତେ

ଭୁବନେଶ୍ୱର : ରାଜ୍ୟରେ ଆଜି ୩୮୯୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୮୧୪୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଖୋର୍ଦ୍ଧା ରୁ ସର୍ବାଧିକ ୬୫୭, କଟକରୁ ୪୪୨, ବାଲେଶ୍ୱରରୁ ୨୨୬, ଅନୁଗୁଳରୁ ୨୧୭, ପୁରୀ ରୁ ୧୮୨, ଜଗତସିଂହପୁର ରୁ ୧୭୧, ମୟୁରଭଂଜରୁ ୧୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here