ଭୁବନେଶ୍ୱର : ୮୦ ଦିନରେ ୩୯ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ରେଡ୍ ପ୍ରାୟ ୫୦ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଜବତ । ଗତ ବର୍ଷକ ମଧ୍ୟରେ ଜବତ ହୋଇଛି ୧୧୫ କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତି । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।