37.1 C
Bhubaneswar
Thursday, March 28, 2024
Homeବ୍ରେକୀଙ୍ଗଆଜି ରାଜ୍ୟର ୩୦ ଜିଲ୍ଲାରୁ ୩୯୧୩ ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟର ୩୦ ଜିଲ୍ଲାରୁ ୩୯୧୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କ୍ରମାଗତ ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଆଜି ପୁଣି ୩୦ ଜିଲ୍ଲାରୁ ୩୯୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୩୪୮ଜଣ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୫୬୫ଜଣ ଆକ୍ରାନ୍ତ ସ୍ଥାନୀୟ ମାମଲା ବୋଲି ଜଣାପଡ଼ିଛି । ଏହା ସହ ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦,୮୦୭କୁ ବୃଦ୍ଧିପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking