30.1 C
Bhubaneswar
Friday, April 26, 2024
Homeଓଡିଶାଆଜି ରାଜ୍ୟରୁ ୩,୯୨୨ ପଜିଟିଭ୍ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଆଜି ରାଜ୍ୟରୁ ୩,୯୨୨ ପଜିଟିଭ୍ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟର ୩୦ ଜିଲ୍ଲାରୁ ୩୯୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩୦୯ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ ୧୬୧୩ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୦୯,୩୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଖୋର୍ଦ୍ଧାରୁ ସର୍ବାଧିକ ୮୧୮, କଟକରୁ ୩୮୦, ଅନୁଗୁଳରୁ ୨୦୦, କେନ୍ଦୁଝରରୁ ୨୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking