30.1 C
Bhubaneswar
Sunday, June 23, 2024
Homeଓଡିଶାଓଡ଼ିଶାରେ ପହଞ୍ଚିଲେ ୪ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ପହଞ୍ଚିଲେ ୪ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ଶପଥ ଗ୍ରହଣ ସମାରୋହ ହେବାକୁ ଥିବା ବେଳେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ୪ ରାଜ୍ୟର ମୁଖ୍ୟମନ୍ତ୍ରୀ । ତେବେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଏବଂ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ପହଞ୍ଚି ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଶପଥ ସମାରୋହରେ ଯୋଗଦେବେ ୩ ମୁଖ୍ୟମନ୍ତ୍ରୀ । ଏହାପରେ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ମଧ୍ୟ ଆସିବେ । ଯୋଗୀ ଆଦିତ୍ୟନାଥ ମଧ୍ୟ ଆସୁଛନ୍ତି ଯୋଗଦେବା ପାଇଁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଆଉ ଅଳ୍ପ ସମୟ ପରେ ଆସି ପହଞ୍ଚିବେ ।

ଜାଣନ୍ତୁ ଆମ ମୁଖ୍ୟମନ୍ତ୍ରୀଙ୍କୁ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking