39.1 C
Bhubaneswar
Tuesday, April 23, 2024
Homeବ୍ରେକୀଙ୍ଗଓଡ଼ିଶାରେ କମୁଛି କରୋନା ମୃତ୍ୟୁ ସଂଖ୍ୟା, ଦିନକରେ ୪ ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କମୁଛି କରୋନା ମୃତ୍ୟୁ ସଂଖ୍ୟା, ଦିନକରେ ୪ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୮,୩୦୭ରେ ପହଞ୍ଚି ଥିବାବେଳେ ମୃତ୍ୟୁ ସଂଖ୍ୟା ୧,୭୩୪ରେ ପହଞ୍ଚିଛି। ଚିହ୍ନଟ ୫୧୮ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ ସେଣ୍ଟରରରୁ ୨୯୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୨୨୧ ରହିଛି। ସେହିପରି ୪ ମୃତକଙ୍କ ମଧ୍ୟରୁ ବାଲେଶ୍ୱରରୁ ଜଣେ, ଭୁବନେଶ୍ୱରରୁ ଜଣେ, ଢେଙ୍କାନାଳରୁ ଜଣେ ଓ ଖୋର୍ଦ୍ଧାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking