27.1 C
Bhubaneswar
Friday, June 13, 2025
Homeଓଡିଶାପାଣିରେ ବୁଡ଼ି ୪ ଶିଶୁ ମୃତ

ପାଣିରେ ବୁଡ଼ି ୪ ଶିଶୁ ମୃତ

କୋରାପୁଟ : ପାଣିରେ ବୁଡ଼ି ୪ ମୃତ। କୋରାପୁଟ ସଦର ଥାନା ମାଝିଗୁଡ଼ା ନିକଟରେ ଅଭାବନୀୟ ଘଟଣା। ସୂଚନା ପାଇଘଟଣାସ୍ଥଳରେ ଅଗ୍ନିଶମବାହିନୀ ଓ କୋରାପୁଟ ସଦର ଥାନା ପୋଲିସ ପହଞ୍ଚିଛି । ପାଣିରେ ବୁଡ଼ି ୩ ନାବାଳିକା ଓ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ ଏସପି ଉତ୍କଳ କେଶରୀ ଦାସ। ମୃତକ ମଧ୍ୟରେ ୩ ଜଣ ବାଳିକା ଓ ଜଣେ ବାଳକ ଅଛନ୍ତି । ଗ୍ରାମବାସୀ ଶବକୁ ଉଧାର କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking