32.1 C
Bhubaneswar
Saturday, May 18, 2024
Homeଓଡିଶାବିଦ୍ୟୁତ୍‌ ଆଘାତରେ ୪ ହାତୀଙ୍କ ମୃତ୍ୟୁ

ବିଦ୍ୟୁତ୍‌ ଆଘାତରେ ୪ ହାତୀଙ୍କ ମୃତ୍ୟୁ

ଗଜପତି: ବିପତ୍ତି ହଟୁ ନାହିଁ ଗଜରାଜଙ୍କ ଉପରୁ । ବିଦ୍ୟୁତ୍‌ ଆଘାତରେ ୪ ହାତୀଙ୍କ ମୃତ୍ୟୁ । ସୀମାନ୍ତ ଆନ୍ଧ୍ର ଶ୍ରୀକାକୁଲମ ଜିଲ୍ଲା ବାମିନି ମଣ୍ଡଳମ କାଟ୍ରାଗଡ଼ ଗାଁ ନିକଟରେ ଏହି ଅଘଟଣ ଘଟିଛି। ଟ୍ରାନ୍ସଫର୍ମର ନିକଟରେ ପଡିଛି ହାତୀଙ୍କ ମୃତଦେହ। ଆଉ ୨ଟି ହାତୀ ଆହତ ହୋଇଥିବା ସୂଚନା । ତେବେ କିପରି ବିଦ୍ୟୁତ୍‌ ଆଘାତ ଲାଗିଲା ସେନେଇ କାରଣ ଅସ୍ପଷ୍ଟ ରହିଛି। ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। ଓଡ଼ିଶାରୁ ୬ ଟିକିଆ ହାତୀ ପଲ ଆନ୍ଧ୍ର ସୀମା ପାର୍‌ ହେଉଥିବାବେଳେ ବିଦ୍ୟୁତ୍‌ ଆଘାତରୁ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।

ଦନ୍ତା ଆକ୍ରମଣରେ ପୁଣି ଗଲା ବୃଦ୍ଧାଙ୍କ ଜୀବନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking