ରାଉରକେଲା ଏନଆଇଟିରୁ ୪ ନକଲି ପରୀକ୍ଷାର୍ଥୀ ଗିରଫ

ରାଉରକେଲା : ରାଉରକେଲା ସ୍ଥିତ ଏନଆଇଟିରେ ଜୁନିଅର ଆସିଷ୍ଟାଣ୍ଟ ନିଯୁକ୍ତି ପାଇଁ ପରୀକ୍ଷା ଚାଲୁଥିବା ବେଳେ ଧରାପଡ଼ିଲେ ୪ ନକଲି ପରୀକ୍ଷାର୍ଥୀ। ଏହି ଚାରି ଅଭିଯୁକ୍ତ ହେଉଛନ୍ତି- ପୁନିତ ସିଂହ, ଗୌରବ ଚୌହାନ, ମନିଷ କୁମାର ଏବଂ ସୁନୀଲ। ଏମାନେ ହରିୟାଣା ରାଜ୍ୟର।ଗତକାଲି ପରୀକ୍ଷା ଚାଲିଥିବା ବେଳେ ଏହି ୪ଜଣଙ୍କୁ ସନ୍ଦେହ କରି ଏନଆଇଟି କର୍ତ୍ତୃପକ୍ଷ ଅଟକ ରଖିଥିଲେ। ପରେ ଏନଆଇଟି କର୍ତ୍ତୃପକ୍ଷ ଏନେଇ ସେକ୍ଟର-୩ ଥାନାରେ ଅଭିଯୋଗ କରିଥିଲେ।ଅଭିଯୋଗ ପାଇବା ପରେ ପୁଲିସ୍ ୪ ଅଭିଯୁକ୍ତଙ୍କୁ … Continue reading ରାଉରକେଲା ଏନଆଇଟିରୁ ୪ ନକଲି ପରୀକ୍ଷାର୍ଥୀ ଗିରଫ