18.1 C
Bhubaneswar
Monday, February 2, 2026
Homeଓଡିଶାବନକ ଲାଗି ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ

ବନକ ଲାଗି ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ବନକ ଲାଗି ନୀତି । ବନକ ଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ । ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking