28.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗସେପ୍ଟେମ୍ବରରେ ମିଳିବ ୪ ମାସର ଭତ୍ତା

ସେପ୍ଟେମ୍ବରରେ ମିଳିବ ୪ ମାସର ଭତ୍ତା

ଭୁବନେଶ୍ୱର: ମଧୁବାବୁ ପେନସନ ଯୋଜନା ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ସରକାର । ୪ ମାସର ଅଗ୍ରୀମ ମଧୁବାବୁ ପେନସନ ଟଙ୍କା ପାଇବେ ହିତାଧୀକାରୀ । ସବୁ ହିତାଧିକାରୀଙ୍କୁ ସେପ୍ଟେମ୍ବରରେ ମିଳିବ ଏକକାଳୀନ ୪ ମାସର ଭତ୍ତା । ସେପ୍ଟେମ୍ବରରୁ ଡିସେମ୍ବର ଯାଏଁ ଭତ୍ତା ଏକକାଳୀନ ଦେବାକୁ ନିଷ୍ପତ୍ତି ହୋଇଛି । ଏନେଇ ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି ।  ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ଟଙ୍କା ହିତାଧୀକାରୀଙ୍କୁ ମିଳିବ ବୋଲି ସୂଚନା ମିଳିଛି । ସେପ୍ଟେମ୍ବରରେ ଏକକାଳୀନ ୪ ମାସର ଟଙ୍କା ଦିଆଯିବାକୁ ନିଷ୍ପତ୍ତି ହୋଇଛି । ସାମାଜିକ ସୁରକ୍ଷା ଓ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡା ସୂଚନା ପ୍ରଦାନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking