34.1 C
Bhubaneswar
Thursday, March 28, 2024
Homeବ୍ରେକୀଙ୍ଗହୀରାକୁଦରେ ୪୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି

ହୀରାକୁଦରେ ୪୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି

ହୀରାକୁଦ: ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲାଯାଇଛି । ଏବେ ମୋଟ୍ ୪୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ତେବେ ହୀରାକୁଦ ଡ୍ୟାମକୁ ୬ ଲକ୍ଷ ୫୬ ହଜାର ୬ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ଏଥିସହ ହୀରାକୁଦରୁ ୩ ଲକ୍ଷ ୩୫ ହଜାର ୬୫୮ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି। ହୀରାକୁଦ ଡ୍ୟାମ୍ ଗେଟ୍ ଖୋଲିବା ଦ୍ୱାରା ଫୁଲୁଛି ମହାନଦୀ।

ସୂଚନାଯୋଗ୍ୟ, ହୀରାକୁଦ ଡ୍ୟାମର ୨୦ଟି ଗେଟ୍ ଦେଇ ଆଜି ସକାଳେ ଜଳ ନିଷ୍କାସନ ଜାରି ରହିଥିଲା। ଏହାପରେ ଆଉ ୪ଟି ଗେଟ୍ ଖୋଲାଯାଇଥିଲା। ଫଳରେ ୨୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିଲା। ଏହାପରେ ୨ ଥରରେ ଆଉ ୮ଟି ଗେଟ୍ ଖୋଲି ସାରିଲାଣି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking