24.1 C
Bhubaneswar
Thursday, May 9, 2024
Homeଅପରାଧ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ : ୨ ଗିରଫ

୪୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ : ୨ ଗିରଫ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଗଞ୍ଜେଇ ଚାଲାଣ ବେଳେ ଗଞ୍ଜେଇକୁ ଜବତ କଲା ପୋଲିସ । ଗଞ୍ଜେଇ ଚାଲାଣରେ ପୋଲିସ ମଧ୍ୟ ୨ ଜଣଙ୍କୁ ଗିରଫ କରିଛି । ଦୁଇ ଜଣ ଅଭିଯୁକ୍ତ ଆନ୍ଧ୍ର ପ୍ରଦେଶକୁ ଚୋରାରେ ଗଞ୍ଜେଇ ଚାଲାଣ କରୁଥିବାର ଖବର ପୋଲିସ ପାଇଥିଲା । ଖବର ପାଇ, ପୋଲିସ ଉକ୍ତ ଅଞ୍ଚଳରେ ଚଢ଼ାଉ କରିଥିଲା । ଏହି ସମୟରେ ପୋଲିସ ଘଟଣସ୍ତଲରୁ ପ୍ରାୟ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିବା ସହିତ ୨ ଜଣଙ୍କୁ ଗିରଫ କରିଛି । ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି । ପୋଲିସ ଏହି ଘଟଣାର ଅଧିକ ତଦନ୍ତ ପାଇ ଘଟଣାସ୍ଥଳରେ ଜେରା ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking