33.1 C
Bhubaneswar
Saturday, April 27, 2024
Homeଓଡିଶାଭୁବନେଶ୍ଵରରେ ପହଞ୍ଚିଲା ୪୦୦୦ କୋଭିଡ୍ -୧୯ ଟେଷ୍ଟ କିଟ୍

ଭୁବନେଶ୍ଵରରେ ପହଞ୍ଚିଲା ୪୦୦୦ କୋଭିଡ୍ -୧୯ ଟେଷ୍ଟ କିଟ୍

ଭୁବନେଶ୍ୱର : ଏଣିକି କରୋନା ପରୀକ୍ଷା ହେବ ସହଜ । ଭୁବନେଶ୍ଵରରେ ପହଞ୍ଚିଲା କୋଭିଡ୍ -୧୯ ଟେଷ୍ଟ କିଟ୍। ଏକ ସ୍ୱତନ୍ତ୍ର କାରଗୋ ବିମାନ ଯୋଗେ ମହାରାଷ୍ଟ୍ର ପୁଣେ ସ୍ଥିତ ମାଇ ଲାବୋରେଟୋରୀରୁ ଏହି କିଟ୍ ଭୁବନେଶ୍ୱର ବିମାନବନ୍ଦରରେ ଆସି ପହଞ୍ଚିଛି। ଏହା ଦ୍ୱାରା ଚାରି ହଜାର କୋଭିଡ୍ -୧୯ ଟେଷ୍ଟ ହୋଇପାରିବ। କୋଭିଡ୍-୧୯ ଟେଷ୍ଟିଂ କିଟ୍ ସହ ଆରଏନଏ ଏକ୍ସଟ୍ରାକ୍ସନ କିଟ୍, ପର୍ସନାଲ ପ୍ରୋଟେକ୍ଟିଭ ଇକୁପମେଣ୍ଟସ୍ ପିପିଇ ଓ ଭିଟିଏମ୍ ଭଳି ଅନେକ ସାମଗ୍ରୀ ଭୁବନେଶ୍ଵରରେ ଆସି ପହଞ୍ଚିଛି। ଓଡ଼ିଶା ରାଜ୍ୟ ଔଷଧ ନିଗମର ଉଦ୍ୟମରୁ ଏହି ସମସ୍ତ କିଟ୍ ଆସି ଠିକ୍ ସମୟରେ ଭୁବନେଶ୍ୱରରେ ପହଞ୍ଚିପାରିଛି ।
https://onakhabar.com/2020/04/10/anathor-4-corona-positive-case-detected/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking