୪ ହଜାର ହେକ୍ଟର ଜଙ୍ଗଲ ଜଳିଗଲାଣି: ମନ୍ତ୍ରୀ

ଭୁବନେଶ୍ୱର: ଗତ ୧୭ ମାସରେ ଜଳିଗଲାଣି ୪ ହଜାର ୬୦୯ ହେକ୍ଟର ଜଙ୍ଗଲ। ଗୃହରେ ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି । ଜୁଲାଇ ୨୦୨୪ରୁ ଆଜିଯାଏଁ ୪ ହଜାର ୬୦୯ ହେକ୍ଟର ଜଙ୍ଗଲ ନିଆଯଁରେ କ୍ଷତିଗ୍ରସ୍ତ ହୋଇଛି । ଗତ ୨ ବର୍ଷରେ ୫୬ ହଜାର ୮୮୦ ହେକ୍ଟର ଜଙ୍ଗଲ ଜମିରେ ଚାରାରୋପଣ କରାଯିବ।ଚାରାରୋପଣ ପାଇଁ ୪ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର। ବିଧାନସଭା … Continue reading ୪ ହଜାର ହେକ୍ଟର ଜଙ୍ଗଲ ଜଳିଗଲାଣି: ମନ୍ତ୍ରୀ