ଖୁସି ଖବର: ରାଜ୍ୟରେ ଆଜି ୪୦୧୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର:ରାଜ୍ୟରେ ଦିନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏହାରି ମଧ୍ୟରେ ଆସିଛି ଏକ ବଡ଼ ଖୁସି ଖବର । ଆଜି ପୁଣି ରାଜ୍ୟରେ ୪୦୧୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୪୫୬୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଖୋର୍ଦ୍ଧା ରୁ ସର୍ବାଧିକ ୮୪୦, କଟକରୁ ୪୩୪, ପୁରୀରୁ ୨୭୪, ବାଲେଶ୍ୱରରୁ ୧୯୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here