40.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗରାଜ୍ୟରେ ଆଜି ୪୦୪୮ ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୪୦୪୮ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୪୦୪୮କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୯୪,୧୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୮୩ ଓ କଟକରୁ ୪୬୬ ଜଣ  କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking