28.1 C
Bhubaneswar
Saturday, July 27, 2024
Homeବ୍ରେକୀଙ୍ଗଖୁସି ଖବର, ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୪୦୫୩ କରୋନା ଆକ୍ରାନ୍ତ ସୁସ୍ଥ

ଖୁସି ଖବର, ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୪୦୫୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର : ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୪୦୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୭୭୨୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ରାୟଗଡ଼ାରୁ ୬୦୮, କଟକରୁ ୪୬୮, ଖୋର୍ଦ୍ଧାରୁ ୩୭୦, ଯାଜପୁରରୁ ୩୩୯, ଗଞ୍ଜାମରୁ ୨୩୩, ସୁନ୍ଦରଗଡ଼ରୁ ୨୧୭, କୋରାପୁଟରୁ ୧୭୫, ଭଦ୍ରକରୁ ୧୭୨, କଳାହାଣ୍ଡିରୁ ୧୬୫, ପୁରୀରୁ ୧୪୪, ନୟାଗଡ଼ରୁ ୧୪୧, ମୟୁରଭଞ୍ଜରୁ ୧୨୮, ମାଲକାନଗିରିରୁ ୧୨୦, ବରଗଡ଼ରୁ ୧୦୦, ସମ୍ବଲପୁରରୁ ୯୨, ବାଲେଶ୍ୱରରୁ ୮୩, କନ୍ଧମାଳରୁ ୭୯, ଢ଼େଙ୍କାନାଳରୁ ୬୬, ବଲାଙ୍ଗୀରରୁ ୬୨, ନବରଙ୍ଗପୁରରୁ ୫୨, କେନ୍ଦ୍ରାପଡ଼ାରୁ ୫୦, ଗଜପତିରୁ ୪୮, ଜଗତସିଂହପୁରରୁ ୩୫, କେନ୍ଦୁଝରରୁ ୨୯, ଦେଓଗଡ଼ରୁ ୧୩, ସୋନପୁରରୁ ୧୩, ନୂଆପଡ଼ାରୁ ୯, ବୌଦ୍ଧରୁ ୬ ଓ ଅନୁଗୁଳରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking