28.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗରାଜ୍ୟରେ ଆଜି ୪୦୬୬ ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୪୦୬୬ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୪୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୯୮,୧୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୪୮ ଓ କଟକରୁ ୬୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking