37.1 C
Bhubaneswar
Thursday, March 28, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୪୧୦୧ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଉ ୪୧୦୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର :ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୪୧୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୩୭,୫୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଖୋର୍ଦ୍ଧାରୁ ୭୮୨ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୫୫୦, ପୁରୀରୁ ୨୯୮, ବଲାଙ୍ଗୀରରୁ ୧୯୩, ଯାଜପୁରରୁ ୧୬୯, କେନ୍ଦ୍ରାପଡାରୁ ୧୩୨, ସୋନପୁରରୁ ୧୨୧, ଜଗତସିଂହପୁରରୁ ୧୧୫, ନବରଂଗପୁରରୁ ୧୧୫, ନୂଆପଡାରୁ ୧୧୨, କନ୍ଧମାଳରୁ ୧୦୨, ଗଂଜାମରୁ ୯୮, ବରଗଡରୁ ୯୪, ରାୟଗଡାରୁ ୮୯, ବାଲେଶ୍ୱରରୁ ୮୦, ସମ୍ବଲପୁରରୁ ୭୮, ଭଦ୍ରକରୁ ୭୭, କୋରାପୁଟରୁ ୭୫, କଳାହାଣ୍ଡିରୁ ୭୧, ଝାରସୁଗୁଡାରୁ ୫୯, ଢେଙ୍କାନାଳରୁ ୫୨, ମୟୁରଭଂଜରୁ ୪୯, ନୟାଗଡରୁ ୪୭, ବୌଦ୍ଧରୁ ୩୮, ମାଲକାନଗିରିରୁ ୩୪, ଗଜପତିରୁ ୨୫, ସୁନ୍ଦରଗଡରୁ ୨୩, ଦେବଗଡରୁ ୧୦ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking