31.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗଖୁସି ଖବର : ରାଜ୍ୟରେ ଆଉ ୪୧୦୮ କରୋନା ଆକ୍ରାନ୍ତ ସୁସ୍ଥ

ଖୁସି ଖବର : ରାଜ୍ୟରେ ଆଉ ୪୧୦୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ରବିବାର ଆଉ ୪୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨୩୦୨ରେ ପହଁଚିଛି ।  ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଖୋର୍ଦ୍ଧାରୁ ସର୍ବାଧିକ ୭୨୧ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୯୨, ଯାଜପୁରରୁ ୨୧୨, ଅନୁଗୋଳରୁ ୧୮୬, ଝାରସୁଗୁଡାରୁ ୧୫୪, ଜଗତସିଂହପୁରରୁ ୧୪୩, ମୟୂରଭଞ୍ଜରୁ ୧୩୯, ସମ୍ବଲପୁରରୁ ୧୨୮, ନୂଆପଡାରୁ ୧୧୮, କଳାହାଣ୍ଡିରୁ ୧୧୭, କେନ୍ଦୁଝରରୁ ୧୧୭, ବାଲେଶ୍ୱରରୁ୧୧୬, ସୁନ୍ଦରଗଡରୁ ୧୧୬, ବରଗଡରୁ ୧୧୪, କେନ୍ଦ୍ରାପଡାରୁ ୧୦୭, ନବରଙ୍ଗପୁରରୁ ୮୯, ବଲାଙ୍ଗୀରରୁ ୮୦, ଢେଙ୍କାନାଳରୁ ୭୫, କୋରାପୁଟରୁ ୭୩, ସୋନପୁରରୁ ୭୩ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି କନ୍ଧମାଳରୁ ୭୧, ଗଞ୍ଜାମରୁ ୬୭, ରାୟଗଡାରୁ ୬୪, ପୁରୀରୁ ୫୫, ନୟାଗଡରୁ ୫୦, ବୌଦ୍ଧରୁ ୪୪, ଗଜପତିରୁ ୪୦, ମାଲକାନଗିରିରୁ ୩୪, ଭଦ୍ରକରୁ ୧୬, ଦେବଗଡରୁ ୮ଜଣ ଆରୋଗ୍ୟ ଲାଭ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking