38.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗଖୁସି ଖବର, ରାଜ୍ୟରେ ଆଜି ସର୍ବାଧିକ ୪୧୨୧ ସୁସ୍ଥ

ଖୁସି ଖବର, ରାଜ୍ୟରେ ଆଜି ସର୍ବାଧିକ ୪୧୨୧ ସୁସ୍ଥ

ଭୁବନେଶ୍ୱର: ରାଜ୍ୟ ପାଇଁ ଖୁସି ଖବର ରହିଛି । ଆଜି ରାଜ୍ୟରେ ସର୍ବାଧିକ ୪୧୨୧ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭୫୨ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୪୦, ପୁରୀରୁ ୨୭୫, ନୂଆପଡାରୁ ୨୬୮, ଅନୁଗୁଳରୁ ୧୮୭, ବରଗଡରୁ ୧୮୧, ଢେଙ୍କାନାଳରୁ ୧୫୦, ମୟୁରବଂଜରୁ ୧୨୬, ସୋନପୁରରୁ ୧୨୨, କୋରାପୁଟରୁ ୧୧୯, ବାଲେଶ୍ୱରରୁ ୧୦୮, ବଲାଙ୍ଗୀରରୁ ୧୦୮, ଗଂଜାମରୁ ୧୦୩, ଜଗତସିଂହପୁରରୁ ୯୭, କେନ୍ଦୁଝରରୁ ୮୩, ବୌଦ୍ଧରୁ ୭୬, କେନ୍ଦ୍ରାପଡାରୁ ୭୫, କନ୍ଧମାଳରୁ ୬୯, ଝାରସୁଗୁଡାରୁ ୬୬, ସୁନ୍ଦରଗଡରୁ ୬୪, ଭଦ୍ରକରୁ ୬୨, ରାୟଗଡାରୁ ୬୧, ସମ୍ବଲପୁରରୁ ୬୦, ନୟାଗଡରୁ ୫୬, କଲାହାଣ୍ଡିରୁ ୫୧, ଗଜପତିରୁ ୨୯, ଦେବଗଡରୁ ୨୪, ନବରଂଗପୁରରୁ ୨୪ ଓ ମାଲକାନଗିରିରୁ ୧୩ ଜଣ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking