29.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗବଡ଼ ଖବର : ଆଜି ଆଉ ୪୨୦୯ ପଜିଟିଭ ଚିହ୍ନଟ, ମୋଟ ସଂଖ୍ୟା ୧,୭୫,୫୫୦କୁ ବୃଦ୍ଧି

ବଡ଼ ଖବର : ଆଜି ଆଉ ୪୨୦୯ ପଜିଟିଭ ଚିହ୍ନଟ, ମୋଟ ସଂଖ୍ୟା ୧,୭୫,୫୫୦କୁ ବୃଦ୍ଧି

ଭୁବନେଶ୍ୱର : ହୁ ହୁ ହୋଇ ରାଜ୍ୟରେ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରେ ଆଜି ପୁଣି ଆଉ ୪୨୦୯ଟି ପଜିଟିଭ କେସ୍ ଚିହ୍ନଟ ହୋଇଛି । ସେଥିମଧ୍ୟରୁ ୨୪୪୧ ଜଣ କ୍ୱାରେଣ୍ଟାଇନ କେସ୍ ଓ ୧୭୬୮ ଜଣ ଲୋକାଲ କେସ୍ ଭାବେ ଚିହ୍ନଟ ହୋଇଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୭୫ ହଜାର ୫୫୦କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ସୂଚନା ମିଳିଛି ।

ଏବେ ସୁଦ୍ଧା ରାଜ୍ୟରେ ମୋଟ ୧,୭୫,୫୫୦ଜଣ କରୋନା ଆକ୍ରାନ୍ତ ଭାବେ ଚିହ୍ନଟ ହୋଇଥିବା ବେଳେ ୧,୩୭,୫୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ବି ୩୭,୨୩୯ ଜଣ ଆକ୍ଟିଭ କେସ୍ ଭାବେ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking