27.1 C
Bhubaneswar
Sunday, September 8, 2024
Homeବ୍ରେକୀଙ୍ଗରାଜ୍ୟରେ ଆଜି ୪୨୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୪୨୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଜି ୪୨୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୮୫୭୦୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଖୋର୍ଦ୍ଧା ରୁ ସର୍ବାଧିକ ୬୨୮, କଟକରୁ ୪୯୪, ପୁରୀରୁ ୨୬୪, ଝାରସୁଗୁଡ଼ାରୁ ୨୩୨, ଅନୁଗୁଳରୁ ୨୦୯, ଜଗତସିଂହପୁର ରୁ ୧୬୩, କେନ୍ଦ୍ରାପଡ଼ାରୁ ୧୬୧, ମୟୁରଭଂଜରୁ ୧୫୩, ରାୟଗଡ଼ାରୁ ୧୩୨, ଯାଜପୁରରୁ ୧୨୯, ବଲାଙ୍ଗୀର ରୁ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking