28.1 C
Bhubaneswar
Saturday, April 20, 2024
Homeବ୍ରେକୀଙ୍ଗଆଜି ୩୦ ଜିଲ୍ଲାରୁ ୪୨୪୨ ଜଣ ପଜିଟିଭ୍ ଚିହ୍ନଟ

ଆଜି ୩୦ ଜିଲ୍ଲାରୁ ୪୨୪୨ ଜଣ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୪୨୪୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୦୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୩୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪,୧୨୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking