31.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗରାଜ୍ୟର ୩୦ ଜିଲ୍ଲାରୁ ଆଜି ୪୩୪୦ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟର ୩୦ ଜିଲ୍ଲାରୁ ଆଜି ୪୩୪୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୪୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୫୧୭ ଓ ସ୍ଥାନୀୟ ଅଞ୍ଚଳରୁ ୧୮୨୩ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୬୮୮୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ସେମାନଙ୍କ ମଧ୍ୟରୁ ଅନୁଗୁଳରୁ ୧୫୫, ବାଲେଶ୍ୱରରୁ ୧୬୨, ବରଗଡରୁ ୧୦୮, ଭଦ୍ରକରୁ ୧୦୫, ବଲାଙ୍ଗୀରରୁ ୫୩, ବୌଦ୍ଧରୁ ୬୭, କଟକରୁ ୫୬୭, ଦେବଗଡରୁ ୨୨, ଢେଙ୍କାନାଳରୁ ୫୬, ଗଜପତିରୁ ୧୯, ଗଂଜାମରୁ ୯୦, ଜଗତସିଂହପୁରରୁ ୧୯୩, ଯାଜପୁରରୁ ୧୫୧, ଝାରସୁଗୁଡାରୁ ୧୭୪, କଳାହାଣ୍ଡିରୁ ୫୮, କନ୍ଧମାଳରୁ ୧୪୩, କେନ୍ଦ୍ରାପଡାରୁ ୧୦୯, କେନ୍ଦୁଝରରୁ ୯୦, ଖୋର୍ଦ୍ଧାରୁ ୬୫୩, କୋରାପୁଟରୁ ୭୭, ମାଲକାନଗିରିରୁ ୩୪, ମୟୁରଭଂଜରୁ ୧୨୭, ନବରଂଗପୁରରୁ ୧୪୩, ନୟାଗଡରୁ ୮୪, ନୂଆପଡାରୁ ୭୪, ପୁରୀରୁ ୨୦୩, ରାୟଗଡାରୁ ୬୨, ସମ୍ବଲପୁରରୁ ୧୩୦, ସୋନପୁରରୁ ୧୨୯, ସୁନ୍ଦରଗଡରୁ ୧୩୮, ଷ୍ଟେଟ ପୁଲ ୧୬୪ ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking