ଭୁବନେଶ୍ୱର: ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି । ଆଗାମୀ ୩ ବର୍ଷରେ ପ୍ରାୟ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ । ଚୁକ୍ତିଭିତ୍ତିକ ନୁହେଁ, ରେଗୁଲାର ଭିତ୍ତିରେ ନିଯୁକ୍ତି ଦିଆଯିବ ।