22.1 C
Bhubaneswar
Friday, December 5, 2025
Homeଓଡିଶାରାଜ୍ୟରେ ୪୬ ଆଇଏଏସ, ୬୭ ଆଇପିଏସ ପଦବୀ ଖାଲି

ରାଜ୍ୟରେ ୪୬ ଆଇଏଏସ, ୬୭ ଆଇପିଏସ ପଦବୀ ଖାଲି

ଭୁବନେଶ୍ୱର:  ରାଜ୍ୟରେ ଆଇଏଏସ, ଆଇପିଏସ, ଆଇଏଫଏସ ପଦବୀ ଖାଲି ନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀ  ମୋହନ ମାଝୀ ଲିଖିତ ଉତ୍ତର ରଖିଛନ୍ତି  ା ରାଜ୍ୟରେ  ୪୬ ଆଇଏଏସ, ୬୭ ଆଇପିଏସ, ୭୦ ଆଇଏଫଏସ ପଦବୀ ଖାଲି ପଡିଛି । ଆଜି ବିଧାସଭା ଶୀତ କାଳୀନ ଅଧିବେଶନର ଚତୁର୍ଥ ଦିନ । ସ୍ୱାଭାବିକ ଭାବେ ଚାଲିଛି ବିଧାନସଭା ଶୀତକାଳୀନ ଅଧିବେଶନ । ଗୃହରେ ଅର୍ଥ , ଗୃହ , ସ୍ୱାସ୍ଥ୍ୟ , ପରିବାର କଲ୍ୟାଣ, ସାଧାରଣ ପ୍ରଶାସନ, ସାଧାରଣ ଅଭିଯୋଗ ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରଶ୍ନକାଳ ଆଲୋଚନା କରାଯାଉଛି । ବିଧାୟକମାନଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭିନ୍ନ ବିଭାଗୀୟ ମନ୍ତ୍ରୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking