23.1 C
Bhubaneswar
Sunday, February 8, 2026
Homeଓଡିଶାଖୋଲିଲା ୪୬ଟି ମିଶ୍ରଣ ହୋଇଥିବା ସ୍କୁଲ

ଖୋଲିଲା ୪୬ଟି ମିଶ୍ରଣ ହୋଇଥିବା ସ୍କୁଲ

ଭୁବନେଶ୍ବର: ମିଶ୍ରଣ ସ୍କୁଲ ଖୋଲିବା ନେଇ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ପୂର୍ବରୁ ମିଶ୍ରଣ ହୋଇଥିବା ୪୬ ସ୍କୁଲ ଖୋଲିଛି। ଆଗକୁ ଆଉ ୪ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି।୪୬ ସ୍କୁଲ ମଧ୍ୟରୁ ଢେଙ୍କାନାଳ ଜିଲ୍ଲାରେ ସର୍ବାଧିକ ୨୨ଟି ଥିବା ବେଳେ ଦେବଗଡ଼ରେ ୧୦ଟି ବରଗଡ଼ରେ ୭ଟି, ଯାଜପୁରରେ ୪ଟି ଓ ଖୋର୍ଦ୍ଧା ଜିଲ୍ଲାରେ ୩ ସ୍କୁଲ ରହିଛି। ୭ ହଜାର ୭୫୧ ସ୍କୁଲ ମିଶ୍ରଣ ନେଇ ଅନୁମୋଦନ ମିଳିଥିବା ବେଳେ ୫ ହଜାର ୬୩୦ ସ୍କୁଲ ମିଶ୍ରଣ ହୋଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking