30.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗଭୁବନେଶ୍ୱରରୁ ଆଜି ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱରରୁ ଆଜି ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୪୬୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୫ ଓ ସ୍ଥାନୀୟ ଅଞ୍ଚଳରୁ ୨୭୫ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୪୦୫ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୪୯୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୭୫୫ ଜଣ ସୁସ୍ଥ ହୋଇଛନ୍ତି ଓ ୫୪ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୫୧୩୦ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking