35.1 C
Bhubaneswar
Wednesday, May 8, 2024
Homeଓଡିଶାରାଜ୍ଯରୁ ଆଉ ୪୭୧ କରୋନା ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ସୁନ୍ଦରଗଡ଼

ରାଜ୍ଯରୁ ଆଉ ୪୭୧ କରୋନା ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ସୁନ୍ଦରଗଡ଼

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଆଜି ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୪୦୦ ପାର କରିଛି। ରାଜ୍ଯରୁ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୨୭୮ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧୯୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୪୨,୬୯୫ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୮୬ ଜଣ ରହିଥିବା ଜଣାପଡ଼ିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି। ଗତକାଲି ରାଜ୍ୟରେ ୪୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଖୋର୍ଦ୍ଧାରୁ ଜିଲ୍ଲାରୁ ସର୍ବାଧିକ ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking