40.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗରାଜ୍ୟରେ ଆଜି ୪୭୬୧ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ରାଜ୍ୟରେ ଆଜି ୪୭୬୧ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୪୭୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୭୦,୧୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୧୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କଟକରୁ ୪୧୧, ମୟୂରଭଞ୍ଜରୁ ୨୧୬, ସୁନ୍ଦରଗଡରୁ ୧୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking