27.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗଭୁବନେଶ୍ୱରରୁ ଆଜି ୪୮୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱରରୁ ଆଜି ୪୮୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ୪୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ କେସ ୧୮୨ ଟି ରହିଥିବା ବେଳେ ଲୋକାଲ କେସ ୨୯୮ ରହିଛି । ସେହିଭଳି ଆଜି ଭୁବନେଶ୍ୱରରୁ ୬୪୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସହିଦ ନଗରରୁ ୧୩ ଓ ଏକ କେନ୍ଦ୍ରୀୟ ହସ୍ପିଟାଲର ୮ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking