40.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗଆଜି ଭୁବନେଶ୍ୱରରୁ ୪୮୩ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ଭୁବନେଶ୍ୱରରୁ ୪୮୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୪୮୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୦୫ ଓ ସ୍ଥାନୀୟ ଅଞ୍ଚଳରୁ ୨୭୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୫୪ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୧୩ ହଜାର ୨୯୫କୁ ବୃଦ୍ଧି ପାଇଛି । ମୋଟ ୧୩,୨୯୫ ପଜିଟିଭ ମଧ୍ୟରୁ ୪୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୮୨୨୧ ଜଣ ସୁସ୍ଥ ଓ ୫୦୧୪ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking