34.1 C
Bhubaneswar
Wednesday, May 25, 2022
Homeଓଡିଶାଗତ ୨୪ ଘଣ୍ଟାରେ ୪୮,୯୧୬ ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ୪୮,୯୧୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୪୮,୯୧୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୫୭ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬,୮୬୧କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୩୧,୩୫୮ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୮,୪୯,୪୩୨ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪,୫୬,୦୭୧ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସେହିପରି ମହାରାଷ୍ଟ୍ରରେ ସର୍ବାଧିକ ୧୩ହଜାର ୧୩୨, ଦିଲ୍ଲୀରେ ୩୭୭୭, ତାମିଲନାଡ଼ୁରେ ୩୩୨୦, ଗୁଜୁରାଟରେ ୨୨୭୮ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking