20.1 C
Bhubaneswar
Thursday, February 19, 2026
Homeଓଡିଶା୫୯ ଲକ୍ଷ ମେଟ୍ରିକ ଧାନ କିଣା ସରିଛି

୫୯ ଲକ୍ଷ ମେଟ୍ରିକ ଧାନ କିଣା ସରିଛି

ଭୁବନେଶ୍ୱର: ଆଜି ସୁଦ୍ଧା ଧାନ କିଣା ତଥ୍ୟ ଜାରି କଲେ ସରକାର । ବର୍ତ୍ତମାନ ସୁଦ୍ଧା ମଣ୍ଡିକୁ ୫୯ ଲକ୍ଷ ୯୨ ହଜାର ୮୬୪ ମେଟ୍ରିକ ଟନ ଧାନ ଆସିଛି । ୫୯ ଲକ୍ଷ ୭୩ ହଜାର ୫୫୨ ମେଟ୍ରିକ ଧାନ କିଣା ହୋଇଛି । ୫୮ ଲକ୍ଷ ୬ ହଜାର ୪୩୨ ମେଟ୍ରିକ ଟନ ଧାନ ଉଠା ହୋଇଛି । ୧ ଲକ୍ଷ ୯୪ ହଜାର ୮୪୬ ମେଟ୍ରିକ ଟନ ଧାନ ମଣ୍ଡିରେ ପଡି ରହିଛି । ଏବେ ୧୩ ଲକ୍ଷ ୯୦ ହଜାର ୯୭୮ ଚାଷୀ ଧାନ ବିକ୍ରି କରିସାରିଛନ୍ତି । ଚାଷୀଙ୍କ ଆକାଉଣ୍ଟକୁ ଯାଇଛି ୪ ହଜାର ୪୫ କୋଟି ଟଙ୍କାର ଇନପୁଟ ସବସିଡି । ଏମଏସପି ବାବଦକୁ ୧୩ ହଜାର ୧୧୦ କୋଟି ଟଙ୍କା ଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking