୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କୁ ଭେଟିଲେ ଉତ୍ତର କାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟ
ଭୁବନେଶ୍ବର: ଉତ୍ତରାଖଣ୍ଡ ଉତ୍ତର କାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶ୍ରମିକଙ୍କ ପରିବାର ସଦସ୍ୟମାନଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ନେବା ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି। ସେମାନେ ହେଲେ ନବରଙ୍ଗପୁର ଜିଲ୍ଲାର ଫୁଲଚାନ୍ଦ ଭତ୍ରା, ମୟୁରଭଂଜ ଜିଲ୍ଲାର ବିମଳା ନାୟକ ଓ ଚିତ୍ତରଂଜନ ନାୟକ। ପୂର୍ବରୁ ଅନ୍ୟ ଦୁଇ ଶ୍ରମିକଙ୍କ ପରିବାର ଉତ୍ତର କାଶୀରେ ପହଞ୍ଚିସାରିଛନ୍ତି। … Continue reading ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କୁ ଭେଟିଲେ ଉତ୍ତର କାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟ
Copy and paste this URL into your WordPress site to embed
Copy and paste this code into your site to embed