26.9 C
Bhubaneswar
Wednesday, April 8, 2026
Homeଓଡିଶାଓଡ଼ିଶା ଆସିବେ ୫ ମହାବଳ ବାଘ

ଓଡ଼ିଶା ଆସିବେ ୫ ମହାବଳ ବାଘ

ଭୁବନେଶ୍ୱର : ଓଡ଼ିଶା ଆସିବେ ୫ ମହାବଳ ବାଘ । ସେପ୍ଟେମ୍ବର ଶେଷ ସୁଦ୍ଧା ଓଡ଼ିଶା ଆସିବେ ୫ ମହାବଳ ବାଘ। ମହାବଳ ଅଣାଯିବା ନେଇ ବନ୍ୟପ୍ରାଣୀ ପିସିସିଏଫ୍‌‌ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି। ଓଡ଼ିଶାକୁ ଆସିବା ପରେ ବରଗଡ ଦେବ୍ରିଗଡରେ ୩ ଓ ଶିମିଳିପାଳରେ ୨ ମହାବଳ ବାଘ ଛଡାଯିବ। ଓଡ଼ିଶା ଆସିବାକୁ ଥିବା ୫ ମହାବଳ ବାଘ ଚିହ୍ନଟ ହୋଇସାରିଛି। ଆଇନଗତ ପ୍ରକ୍ରିୟା ଶେଷ ହେବା ପରେ ଓଡ଼ିଶା ଅଣାଯିବ ବୋଲି ପିସିସିଏଫ୍‌‌ କହିଛନ୍ତି। ସପ୍ତାହକ ଭିତରେ ବନ ବିଭାଗର ୨ଟି ଟିମ୍‌‌ ମହାବଳ ଆଣିବାକୁ ଯିବେ। ଦେବ୍ରିଗଡ ଜଙ୍ଗଲରେ ବାଘ ଛଡାଯିବା ପରେ ଗାଁ ଗଣ୍ଡାକୁ ନଯିବା ଲାଗି ସୋଲାର ଫେନ୍ସିଂ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking