30.1 C
Bhubaneswar
Friday, April 26, 2024
Homeଓଡିଶାରାଜ୍ୟରୁ ଆଉ ୫ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ରାଜ୍ୟରୁ ଆଉ ୫ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ସମ୍ଭାବ୍ୟ ତୃତୀୟ ଲୋକଙ୍କ ମନରେ ଭୟ ସୃଷ୍ଟି ହେଉଥିବା ବେଳେ ରାଜ୍ୟରେ ମୃତ୍ୟୁସଂଖ୍ୟା ହଠାତ୍ କମିଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୦୪୦ କୁ ବୃଦ୍ଧି ପାଇଛି । ତେବେ ଆଜି ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରୁ ଆଉ ୬୮୧ କରୋନା ପଜିଟିଭ୍‌ ଚିହ୍ନଟ, ୦-୧୮ ବର୍ଷ ଭିତରେ ୧୧୮ ଜଣ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking