37.1 C
Bhubaneswar
Sunday, April 28, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୫ ଜୀବନ ନେଲା କରୋନା

ରାଜ୍ୟରେ ଆଉ ୫ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ୫ ଜଣ କରୋନାରେ ମୃତ୍ୟୁବରଣ କରିଥିବା ଜଣାଯାଇଛି । ତେବେ ଏହାଦ୍ୱାରା ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଇଛି । ମୟୁରଭଞ୍ଜ, ସୁନ୍ଦରଗଡ଼, ବଲାଙ୍ଗିର, ଖୋର୍ଦ୍ଧା, କେନ୍ଦୁଝରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ମୋଟ ୩ ଲକ୍ଷ ୧୭ ହଜାର ୪୧୨ ଜଣ ସୁସ୍ଥ ହୋଇଥିବା ବେଳେ ୩ ହଜାର ୩୮୩ ଜଣ ଚିକିତ୍ସିତ ହେଉଛନ୍ତି । ରାଜ୍ୟରେ ୩୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ପଜିଟିଭ ସଂଖ୍ୟା ୩ ଲକ୍ଷ ୨୨ ହଜାର ୬୪୨କୁ ବୃଦ୍ଧି ପାଇଛି । ତେବେ ସଙ୍ଗରୋଧରୁ ୧୯୭ ଓ ସ୍ଥାନୀୟ ଅଞ୍ଚଳରୁ ୧୪୬ ଜଣ ଚିହ୍ନଟ ହୋଇଥିବା ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking