27.1 C
Bhubaneswar
Sunday, June 30, 2024
Homeଓଡିଶା୫ ଜିଲ୍ଲାକୁ ବର୍ଷା ପାଇଁ ସତର୍କ ସୂଚନା ଜାରି

୫ ଜିଲ୍ଲାକୁ ବର୍ଷା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ୫ଟି ଜିଲ୍ଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ନୂଆପଡ଼ା, ସୋନପୁର, ବଲାଙ୍ଗୀର, ମୟୂରଭଞ୍ଜ, ଭଦ୍ରକ ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ରାଜ୍ୟରେ ଆଗାମୀ ତିନି ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ ୨୪ ଘଣ୍ଟା ଭିତରେ ପ୍ରବଳ ବର୍ଷା ଆଶଙ୍କା ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଅନୁମାନ କରାଯାଇଛି । ତିନି ଦିନ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking