28.1 C
Bhubaneswar
Friday, September 27, 2024
Homeଓଡିଶା୫ ପ୍ରବଳ ବର୍ଷା : ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

୫ ପ୍ରବଳ ବର୍ଷା : ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ସ୍ଥାନରେ ଲଘୁଚାପ ପ୍ରଭାବରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ଏହାର ପ୍ରଭାବରେ ୩ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୫ ଜିଲାକୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, କେନ୍ଦୁଝର, ଗଜପତି, ମୟୁରଭଞ୍ଜ ଓ ଗଞ୍ଜାମ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking