34.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟ ପାଇଁ ଖୁସି ଖବର, ସୁସ୍ଥ ହେଲେ ଆଉ ୫ କରୋନା ରୋଗୀ

ରାଜ୍ୟ ପାଇଁ ଖୁସି ଖବର, ସୁସ୍ଥ ହେଲେ ଆଉ ୫ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟ ପାଇଁ ଏବେ ଏକ ଖୁସି ଖବର ରହିଛି । ଆଉ ୫ କରୋନା ରୋଗୀ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ ଜରିଆରେ ଜଣାଇଛନ୍ତି । ଏହାକୁ ମିଶାଇ ମୋଟ ୨୯ ଜଣ ସୁସ୍ଥ ହୋଇଛନ୍ତି । ତେବେ ସୁସ୍ଥ ହୋଇଥିବା କରୋନା ରୋଗୀଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱର, ଆଉ ଜଣେ ଢେଙ୍କାନାଳ, ଜଣେ କଳାହାଣ୍ଡି, ଜଣେ ସୁନ୍ଦରଗଡ ଏବଂ ଜଣେ କେନ୍ଦ୍ରାପଡାର ବୋଲି ସୂଚନା ମିଳିଛି । ରାଜ୍ୟରେ ୭୯ ଜଣ କରୋନା ଆକ୍ରାନ୍ତ ହୋଇଥିଲେ । ଏବେ ୨୯ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟପଟେ ୪୯ ଜଣ କରୋନା ରୋଗୀ ଏବେ ଚିକିତ୍ସିତ ହେଉଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking